The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମା’ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ

Facebook
Twitter
LinkedIn

ସମ୍ବଲପୁର : ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମା’ ସମଲେଶ୍ୱରୀ ମନ୍ଦିର । ରଙ୍ଗ ବେରଙ୍ଗ ଆଲୋକ ମାଳାରେ ସଜେଇ ହୋଇଛି ସମଲେଶ୍ୱରୀ ପୀଠ । ଆସନ୍ତାକାଲି ସମଲେଇ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ପୁରୀ ପରିକ୍ରମା ପ୍ରକଳ୍ପ ପରେ ଏହା ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି । ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି । ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଦିଆଯାଇଛି ଗୁରୁତ୍ୱ । ଏହା ପୂର୍ବରୁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଂଚିଛି । ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃ୍ଷ୍ଟିରେ ରଖି ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login