The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଶେଷ ପର୍ଯ୍ୟାୟ ନିର୍ବାଚନ , ୬ ଲୋକସଭା ୪୨ ବିଧାନସଭା ପାଇଁ ହେବ ମତଦାନ

Facebook
Twitter
LinkedIn

ଭୁବନେଶ୍ବର : ଆସନ୍ତାକାଲି ଶେଷ ପର୍ଯ୍ୟାୟ ନିର୍ବାଚନ । ତେଣୁ ଥମି ଯାଇଛି ପ୍ରଚାର, ସବୁଠି ନିରବତା । ରାଜ୍ୟର ଶେଷ ପର୍ୟ୍ୟାୟ ନିର୍ବାଚନା ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ । ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟରା ନିର୍ବାଚନ ରଣାଙ୍ଗନରେ ଅଛନ୍ତି । ୬୬ ଜଣ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀ ଚତୁର୍ଥ ପର୍ୟ୍ୟାୟରେ ରାଜ୍ୟର ସର୍ବାଧିକ ଭୋଟର ଅଛନ୍ତି ମୋଟ ୯୯ ଲକ୍ଷ ୬୧ ହଜାର ଭୋଟରଙ୍କ ମଧ୍ୟରୁ ୫୦ଲକ୍ଷ ୮୮ ହଜାର ପୁରୁଷ । ମହିଳା ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୭୨ ହଜାରା ମୋଟ ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଥିବା ବେଳେ ୧୪ଶହରୁ ଅଧିକ ସଖୀ ବୁଥ ରହିଛି ୨୦ ପ୍ରତିଶତ ବୁଥକୁ ଆଦର୍ଶ ବୁଥ କରାଯାଇଛିସୁରୁଖୁରୁରେ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହୋଇଛନ୍ତି ୭୦ ହଜାର ପୋଲିଂ କର୍ମଚାରୀ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜ୍ୟ ପୋଲିସ ସହ ୧୨୬ କଂପାନୀ ସେଣ୍ଟପଲ ଆର୍ମଡ ପୋଲିସ ଫୋର୍ସ ମୁତୟନ ହେବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login