The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ସଂଧ୍ୟା ୬ରୁ ରାତି ୧୦ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି। ଏଣୁ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁଣି ଟ୍ରମ୍ପଙ୍କୁ ପ୍ରଂଶସାରେ ପୋତିଲେ ଶେହବାଜ ସରିଫ

ପୁଣି ଟ୍ରମ୍ପଙ୍କୁ ପ୍ରଂଶସାରେ ପୋତିଲେ ଶେହବାଜ ସରିଫ

ନୂଆଦିଲ୍ଲୀ : ପୁଣି ଟ୍ରମ୍ପଙ୍କୁ ଭାରତ-ପାକ୍ ଯୁଦ୍ଧ ବନ୍ଦର ଶ୍ରେୟ ଦେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ । ମେ ମାସରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧବିରତିରେ...

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଚୀନରେ ଭୂକମ୍ପ ଝଟକା

ଚୀନ : ଭାରତର ପଡ଼ୋଶୀ ଦେଶ ଚୀନରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ମଙ୍ଗଳବାର ସକାଳ ପ୍ରାୟ ୮.୪୫ମିନିଟ ରେ ଚୀନର ଜିନଜିଆଙ୍ଗ ପ୍ରଦେଶରେ ଏହି...

Login