The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ସନ୍ଧ୍ୟାରେ ‘ଲ୍ୟାଣ୍ଡଫଲ୍’ କରିପାରେ ବାତ୍ୟା ‘ବିପର୍ଯ୍ୟୟ’

Facebook
Twitter
LinkedIn

ନୂଆଦିଲ୍ଲୀ: ଆରବ ସାଗର ଉପରେ କେନ୍ଦ୍ରୀଭୂତ ହୋଇ ଉତ୍ତରଆଡ଼କୁ ଗତିଶୀଳ ହେଉଥିବା ସାମୁଦ୍ରିକ ବାତ୍ୟା ‘ବିପର୍ୟ୍ୟୟ’ ଗୁରୁବାର ସନ୍ଧ୍ୟା ବେଳେ ଗୁଜରାଟ ଉପୂକଳ ଅନ୍ତର୍ଗତ ଜଖୌ ବନ୍ଦରରେ ‘ଲ୍ୟାଣ୍ଡଫଲ୍’ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ତେଣୁ, ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ୮ଟି ଜିଲ୍ଲାରୁ ପ୍ରାୟ ୩୭,୮୦୦ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଏହାଛଡ଼ା, କଚ୍, ପୋରବନ୍ଦର, ଆମରେଲି, ଗିର ସୋମନାଥ ଏବଂ ଦ୍ବାରକା ଆଦି ଜିଲ୍ଲାରେ ଥିବା ସମସ୍ତ ସ୍କୁଲ୍ ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ସମ୍ପ୍ରତି ଏହି ବାତ୍ୟାର ପ୍ରଭାବରେ ପୋରବନ୍ଦରରେ ପ୍ରବଳ ବର୍ଷା ହେଉଛି ଏବଂ ମୁମ୍ବାଇ ଉପକୂଳରେ ବି ଉଚ୍ଚ ଜୁଆର ଉଠୁଥିବା କଥା ‘ଏଏନ୍ଆଇ’ ରିପୋର୍ଟ କରିଛି। ପ୍ରବଳ ବତାସ ବହୁଥିବାରୁ ପୋରବନ୍ଦର ଅଞ୍ଚଳରେ ଅନେକ ଗଛବୃଚ୍ଛ ଉପୁଡ଼ି ଯାଇ ଯାନାବାହନ ଚଳାଚଳରେ ବାଧା ସୃଷ୍ଟି କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login