The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ସାଢେ ୧୦ ଯାଏଁ ଗୃହ ମୁଲତବୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଥିଲା ବଜେଟ ଅଧିବେଶନର ପ୍ରଥମ ଦିନ। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖିଥିଲେ। ‘ଜୟ ଜଗନ୍ନାଥ’ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ। ସୂଚନାଯୋଗ୍ୟ, ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ୟ୍ୟଦିବସ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login