The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ହେବ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୱ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ଦେବ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ । ଆଜି ତାଙ୍କର ପରଲୋକ ଘଟିଛି । ଦିଲ୍ଲୀସ୍ଥିତ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ତେବେ ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ହେଇଥିଲା । ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧର୍ମେନ୍ଦ୍ରଙ୍କ ବାସଭବନରେ ପହଂଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଜ୍ଝତେବେ ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ । ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login