The Ultimate Managed Hosting Platform
ADVERTISEMENT

ଆସନ୍ତା ସପ୍ତାହରୁ ସାଂଘାତିକ ତାତି

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତା ସପ୍ତାହରୁ ବଢିବ ତାତି । ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ହେବ ପାରଦ। ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢିବ। ବର୍ତ୍ତମାନ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ଥିବା ବେଳେ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଖରା ଛାଇରେ ଖେଳ ଦେଖିବାକୁ ମିଳିବ। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login