The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆସନ୍ତା ସପ୍ତାହରେ ଆଉ ଏକ ଲଘୁଚାପ ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ ।
ଆସନ୍ତା ସପ୍ତାହର ଶେଷ ଆଡ଼କୁ ସୃଷ୍ଟି ହୋଇପାରେ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ଆହୁରି ୪ ଦିନ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ୪ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଏବଂ ଗଜପତିକୁ ୟେଲୋ ଆଲର୍ଟ ଦିଆଯାଇଛି । ବାକି ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ୫ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ...

Login