The Ultimate Managed Hosting Platform
ADVERTISEMENT

ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ପୂର୍ତ୍ତ, ଜଳସମ୍ପଦ, ନଗର ଉନ୍ନୟନ ଏବଂ ଆଇନ ବିଭାଗର ପ୍ରସ୍ତାବ ଆସିପାରେ ବୋଲି ଅନୁମାନ କରାଯାଉଛି । ସେହିପରି କ୍ୟାବିନେଟ୍ର ବୈଠକର ପୂର୍ବ ଦିନ ଅର୍ଥାତ ୧୨ ତାରିଖରେ ସଚିବସ୍ତରୀୟ ବୈଠକ ହେବାର ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ : ପୁରୁଷ ବନ୍ଧୁ ଗିରଫ

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ । ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ ନେଇ କେନ୍ଦ୍ରାପଡା ଏସପିଙ୍କ...

Login