The Ultimate Managed Hosting Platform
ADVERTISEMENT

ଆସନ୍ତା ୧୭ରେ ଓଡିଆ ଆସିବେ ଗଡକରୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ହରେ କୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ଯୋଗ ଦେବେ । ପରେ ଏନ୍ଏଚ୍ଏଆଇ ପ୍ରକଳ୍ପର ସମୀକ୍ଷା କରିବେ କେନ୍ଦ୍ରମନ୍ତ୍ରୀ । ଭୁବନେଶ୍ବରରେ ସାଧାରଣ ସଭାରେ ଯୋଗଦେବେ ନୀତିନ ଗଡ଼କରୀ । ବରମୁଣ୍ଡା ପଡ଼ିଆରେ ଏହି ସାଧାରଣ ସଭାର ଆୟୋଜନ କରାଯିବ । ଏହି ସଭାରେ କିଛି ବଡ଼ ଘୋଷଣା କରିପାରନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ଏହା ସହ ୫ ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବାର କାର୍ୟ୍ୟକ୍ରମ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login