The Ultimate Managed Hosting Platform
ADVERTISEMENT

ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଲଘୁଚାପ, ନେଇପାରେ ବାତ୍ୟାର ରୂପ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା। ଲଘୁଚାପ ନେଇପାରେ ବାତ୍ୟାର ରୂପ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବା ନେଇ ଆକଳନ କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ପରେ ଏହି ଲଘୁଚାପ ଘନିଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ। ଏହା କେତେ ଘନୀଭୂତ ହେବ ଏବଂ ବାତ୍ୟା ରୂପ ନେବ କି ନାହିଁ, ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ। ତେବେ ପରିବେଶ ଅନୁକୂଳ ଥିବାରୁ ଏହା ବାତ୍ୟା ରୂପ ନେଇପାରେ। ଅନ୍ୟପକ୍ଷେ ଲଘୁଚାପଟି ବାରମ୍ବାର ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ଏହା ଭାରତ କିମ୍ବା ଓଡ଼ିଶା ସ୍ପର୍ଶ କରିବ କି ନାହିଁ ତାହା ଏବେ ଠାରୁ ଆକଳନ କରିବା କଷ୍ଟକର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login