The Ultimate Managed Hosting Platform
ADVERTISEMENT

ଆସନ୍ତା ୨୮ରେ ଭୁବନେଶ୍ୱର ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

Facebook
Twitter
LinkedIn

ଭୁବନେଶ୍ବର: ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ୟ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଯୋଗ ଦେଇପାରନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମର୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login