The Ultimate Managed Hosting Platform
ADVERTISEMENT

ଆସନ୍ତା ୨ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି । ସୂଚନା ଦେଲେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି କହିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ମଧ୍ୟରେ ନିଷ୍ପତ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କଲେ ରାଜସ୍ଵ ମନ୍ତ୍ରୀ। ଖରା ବଢିଲେ ଆବଶ୍ୟକ ସ୍ଥଳେ ଅଙ୍ଗନୱାଡ଼ି ଛୁଟି ହେବ। ତେବେ ସ୍ଥିତି ଦେଖି ଜିଲ୍ଲାପାଳମାନେ ଚାହିଁଲେ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ ପାରିବେ ବୋଲି କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login