The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆସନ୍ତା ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Facebook
Twitter
LinkedIn

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ବଂଲାଦେଶ ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login