The Ultimate Managed Hosting Platform
ADVERTISEMENT

ଆସନ୍ତା ୬ରେ ଓଡିଶା ଆସିବେ ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାରେ ଯୋଗ ଦେବେ । ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ଠାରେ ସମାବେଶ କରିବେ ।ଅପରାହ୍ମ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login