The Ultimate Managed Hosting Platform
ADVERTISEMENT

ଆସନ୍ତା ୭ରେ ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ ମୋଦି

Facebook
Twitter
LinkedIn

ନୂଆଦିଲ୍ଲୀ : ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେପ୍ଟେମ୍ବର ୭ରେ ହେବାକୁ ଥିବା ୨୦ତମ ଏସିୟାନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ ପାଇଁ ଇଣ୍ଡୋନେସିଆର ଜାକର୍ତ୍ତା ଗସ୍ତରେ ଯିବେ ମୋଦି। ବୈଦେଶିକ ମନ୍ତ୍ରଣାଳୟ ସଚିବ (ଇଷ୍ଟ) କହିଛନ୍ତି କି, ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଏହି କାରଣରୁ ପିଏମ୍ ମୋଦିଙ୍କର ଏହା ଏକ ଛୋଟିଆ ଗସ୍ତ ହେବ। କହି ରଖୁଛୁ, ଭାରତର ଅଧ୍ୟକ୍ଷତାରେ ଆସନ୍ତା ୯ ଓ ୧୦ ତାରିଖରେ ଜି-୨୦ ସମ୍ମିଳନୀ ଆୟୋଜନ ହେବ। ଏହି ସମ୍ମିଳନୀ ଦୁଇ ଦିନ ଧରି ଚାଲିବ। ୧୯ଟି ଦେଶରୁ ନେତାମାନେ ଏଠାକୁ ଆସିବେ। ଏଥିପାଇଁ ସମଗ୍ର ଦିଲ୍ଲୀରେ ସୁରକ୍ଷା ବୃଦ୍ଧି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login