The Ultimate Managed Hosting Platform
ADVERTISEMENT

ଆସନ୍ତା ୯ରେ ଆଉ ଏକ ଲଘୁଚାପ ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଅକ୍ଟୋବର ୯ରେ ପୁଣି ଲଘୁଚାପ ସମ୍ଭାବନା । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏପଟେ ଆଜି ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login