The Ultimate Managed Hosting Platform
ADVERTISEMENT

ଆସାମର ଗୌହ୍ଵାଟୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୭ ଛାତ୍ର ମୃତ

Facebook
Twitter
LinkedIn

ନୂଆଦିଲ୍ଲ୍ୀ : ଆସାମର ଗୌହ୍ଵାଟୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଭୟଙ୍କର ଦୁର୍ଘଟଣାରେ ଅତିକମରେ ୭ ଜଣଙ୍କର ଜୀବନ ଚାଲିଯାଇଛି । ଘଟଣାରେ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ କରୁଛି । ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଛାତ୍ର ବୋଲି ଜଣାପଡିଛି । ତେବେ ଦୁର୍ଘଟଣା ବିଷୟରେ ଅଧିକ କିଛି ଜଣାପଡିନାହିଁ । ପୋଲିସ କହିବା ଅନୁସାରେ, ଜାଲୁକବାରି ଅନ୍ତର୍ଗତ ଡିସିପି ୱେଷ୍ଟ ଅଫିସ ନିକଟରେ ରାତି ପ୍ରାୟ ୧ଟା ବେଳେ ଟ୍ରକ ଟି ଦ୍ରୁତଗତିରେ ଯାଉଥିବା ବୋଲେରୋ ଧକ୍କା ହେବାରୁ ଦୁର୍ଘଟଣା ଘଟିଲା। ବୋଲେରୋରେ ଆସାମ ଇଞ୍ଜିନିୟରିଂ କଲେଜର ୧୦ଜଣ ଛାତ୍ର ଥିଲେ। ବୋଲେରୋଟି ହଠାତ୍ ରାସ୍ତାରେ ଡିଭାଇଡରରେ ବାଜି ବୁଲିପଡିବା ସହିତ ବିପରୀତ ପଟରୁ ଆସୁଥିବା ଟ୍ରକରେ ଧକ୍କା ଖାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login