ଭୁବନେଶ୍ୱର : ଆସାମ ପରି ଓଡିଶାରେ ବି ବନ୍ଦ ହେବ ଗୋ ହତ୍ୟା । ଗୋମାଂସ ଓ ଗୋଚାଲାଣ ବି ବନ୍ଦ ହେବ କହିଲେ ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ସରକାର ଖୁବ ଶୀଘ୍ର କଡା ଆଇନ ସହ ବିଲ ଆଣିବାକୁ ବିଚାର କରୁଛନ୍ତି । ଗୋଚାଲାଣ ଓ ଗୋ ହତ୍ୟା ଉପରେ ରୋକ ନେଇ ଆଭିମୁଖ୍ୟ ସ୍ପଷ୍ଟ । ଚଳିତ ବିଧାନସଭା ଅଧିବେଶନରେ କିଛି ପ୍ରାଇଭେଟ୍ ବିଲ ଆସିବାକୁ ଯାଉଛି । ଏଥିରେ ଗୋ ହତ୍ୟା ନେଇ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
Views: 35