The Ultimate Managed Hosting Platform
ADVERTISEMENT

ଆସିଛି ଡାକରା : ଦିଲ୍ଲୀ ଯିବେ ରାଜ୍ୟର ୯ କଂଗ୍ରେସ ବିଧାୟକ

Facebook
Twitter
LinkedIn

ଭୁବନେଶ୍ୱର : ଆସିଛି ଡାକରା । ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସର ୯ ବିଧାୟକ । ଇଓଉଉ ପକ୍ଷରୁ କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା ଆସିଛି । ସମସ୍ତେ ଆଜି ସନ୍ଧ୍ୟାରେ ଦିଲ୍ଲୀ ଅଭିମୁଖେ ବାହାରିବେ । ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ, ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧିଙ୍କୁ ନାସନାଲ ହେରାଲ୍ଡ ଅର୍ଥ ହେରଫେର୍ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ ଜାରୀ କରିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଇତି ମଧ୍ୟରେ ରାହୁଲଙ୍କୁ ୪ ଥର ଜେରା କରିସାରିଲାଣି । ମଙ୍ଗଳବାର ମଧ୍ୟ ରାହୁଲଙ୍କୁ ଜେରା ପାଇଁ ଡାକିଛି ଇଡି । ତେବେ ଇଡିର ଏହି ନୋଟିସ୍‌କୁ ନେଇ ରଣନୀତି ପ୍ରସ୍ତୁତ ପାଇଁ ବିଧାୟକଙ୍କୁ ଦିଲ୍ଲୀ ଡାକରା ହୋଇଥିବା ସୂଚନା ରହିଛି । ଏହାସହ ଦଳୀୟ ସଙ୍ଗଠନ ନେଇ ଆଲୋଚନା ମଧ୍ୟ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login