The Ultimate Managed Hosting Platform
ADVERTISEMENT

ଆସିଲା ହୃଦଘାତ ; ବିବାହ ଉତ୍ସବରେ ଟଳିପଡିଲେ ଯୁବତୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଚାଲିଥିଲା ବିବାହର ଉତ୍ସବ । ଖୁସିର ମୁହୂର୍ତ୍ତରେ ହଠାତ ପଡିଗଲା ଛିଟା । ମୃତ୍ୟୁ ଯେ କେତେବେଳେ ଆସିବ ତାହା କେହି ବି କରିପାରିବେନି । ବିଶେଷକରି ଆଜିକାଲି ହୃଦଘାତଜନୀତ ମୃତ୍ୟୁ ଯେପରି ସାଧାରଣ ହୋଇଗଲାଣି। କିଛି ଏପରି ଘଟଣା ମଧ୍ୟପ୍ରଦେଶର ବିଦିଶା ଜିଲ୍ଲାରୁ ଆସିଛି । ଏକ ବିବାହ ସମାରୋହରେ ନାଚୁଥିବା ବେଳେ ଜଣେ ଯୁବତୀଙ୍କ ହୃଦଘାତରେ ମୃତ୍ୟୁ ହୋଇଛି। ମହିଳା ଜଣକ ଇନ୍ଦୋରର ପରିଣୀତା ଜୈନ ବୋଲି ଜଣାପଡ଼ିଛି। ନିଜ ସମ୍ପର୍କୀୟଙ୍କ ବିବାହ ଉତ୍ସବରେ ସାମିଲ ହେବାକୁ ଯାଇଥିଲେ ପରିଣୀତା।ଗତ ୮ ତାରିଖରେ ହଳଦୀ ସେରେମନିରେ ନାଚୁଥିଲେ। ଆଉ ଦେଖୁ ଦେଖୁ ଷ୍ଟେଜ ଉପରେ ଟଳିପଡ଼ିଲେ ପରିଣୀତା। ପୂରା ଘଟଣାର ଭିଡିଓ ସାମ୍ନାକୁ ଆସିଛି। ନାଚୁନାଚୁ ଟଳିପଡ଼ିବା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। କିନ୍ତୁ ସେତେବେଳକୁ ବହୁ ବିଳମ୍ବ ହୋଇସାରିଥିଲା। ଗୁରୁତ୍ବପୂର୍ଣ୍ଣ କଥା ହେଉଛି, ଯୁବତୀଙ୍କର କୌଣସି ସ୍ବାସ୍ଥ୍ୟଜନିତ ସମସ୍ୟା ନଥିବା ପରିବାର ଲୋକେ କହିଛନ୍ତି। ତେଣୁ ବର୍ତ୍ତମାନର ଦୈନନ୍ଦିନ ଜୀବନରେ ନିଜ ସ୍ବାସ୍ଥ୍ୟର ସଠିକ ଭାବେ ଯତ୍ନ ନେବା ନିହାତି ଦରକାର। କାରଣ ଭଲ ମଣିଷ ବି ଦୃହଘାତର ଶିକାର ହେଉଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login