ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ । ଚଢାଉରେ ୭ ଡିଏସପି, ୯ ଇନସ୍ପେକ୍ଟର, ୧୦ ଏଏସଆଇ ସାମିଲ ହୋଇଛନ୍ତି ।
Views: 19