The Ultimate Managed Hosting Platform
ADVERTISEMENT

ଆସୁଛି ଆଉ ଏକ ଲଘୁଚାପ , ଆସନ୍ତା ୩ ଯାଏଁ ପ୍ରବଳ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହ ଆରମ୍ଭରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ । ସେପଟେ ଆସନ୍ତା ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇଛି । ଯାହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login