The Ultimate Managed Hosting Platform
ADVERTISEMENT

ଆସୁଛି ଆଉ ୨ଟି ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ଆସୁଛି ଆଉ ୨ଟି ଲଘୁଚାପ । ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ । ୨ଟି ଲଘୁଚାପ ପ୍୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ । ଉତ୍ତର ଆଣ୍ଡାମାନ ସାଗର ଓ ମିଆଁମାର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଆସନ୍ତା ୨୨ ତାରିଖ ଆଡକୁ ଉତ୍ତର ବଙ୍ଗୋପସାଗରରେ ପହଁଚିବ । ୨୫ ତାରିଖ ଆଡକୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ୩୦ରେ ମିଆଁମାର ଉପକୂଳ ବଙ୍ଗୋପସାଗରରେ ଆୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀବୂତ ହେବା ସମ୍ଭାବନା । ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login