The Ultimate Managed Hosting Platform
ADVERTISEMENT

ଆସୁଛି ବଡ ବର୍ଷା , ପୁଣି ଦାନା ବାନ୍ଧୁଛି ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ । ପରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବ। ଫଳରେ ସୀମାନ୍ତବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login