The Ultimate Managed Hosting Platform
ADVERTISEMENT

ଆସୁଛି ଲଘୁଚାପ, ଭିଜିପାରେ ଦଶହରା

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଲଘୁଚାପ ଆସୁଥିବା ନେଇ ଆଇଏମଡିର ସୂଚନା । ୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ ।
ଅନ୍ୟପଟେ ଲଘୁଚାପ ସୃଷ୍ଟି ସମ୍ଭାବନା ପରେ ବଢିଲା ଆଶଙ୍କା । ଏ ବର୍ଷ ପୂଜାକୁ ଲଘୁଚାପ ଭସାଇବା ନେଇ ବଢିଲା ଆଶଙ୍କା । ୨୦ରେ ଲଘୁଚାପ ସୃଷ୍ଟି ହେଉଥିବାରୁ ପୂଜା ଭାସିବା ଆଶଙ୍କା । ୨୦ ତାରିଖରେ ମହାଷଷ୍ଠୀ, ୨୪ରେ ଦଶହରା , ୨୫ରେ ଭସାଣୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login