The Ultimate Managed Hosting Platform
ADVERTISEMENT

ଆହୁରି ଦୁଇ ଦିନ ରହିବ ହିଟ୍ ୱେଭ୍

Facebook
Twitter
LinkedIn

ଭୁବନେଶ୍ୱର : ଆହୁରି ଦୁଇ ଦିନ ରହିବ ହିଟ୍ ୱେଭ୍ । ଆଜି ୧୧ ଜିଲ୍ଲାରେ ରହିବ ଗ୍ରୀଷ୍ମ ପ୍ରବାହ। ଆଜି କଟକ ଓ ଖୋର୍ଦ୍ଧାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ୬ ଜିଲ୍ଲାକୁ ହିଟ୍ୱେଭ୍ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଂଜ, କେନ୍ଦୁଝର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ ଓ ବୌଦ୍ଧ । ଦୁଇ ଦିନ ପରେ ତାପମାତ୍ରା କମିବା ସହିତ ବର୍ଷା ଏବଂ ଘଡଘଡିର ପ୍ରଭାବ ସହ କାଳବୈଶାଖୀ ଦେଖିବାକୁ ମିଳିପାରେ । ବାୟୁ ମଣ୍ଡଳର ୩.୧ କିଲୋମିଟର ଉପରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ଏବେ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି । ଦୁଇଦିନ ପରେ ଏହା ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇଯିବ ଏବଂ ପରେ ପରେ ତାପମାତ୍ରାରେ ହ୍ରାସ ଦେଖିବାକୁ ମିଳିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଦିନ ସାଢ଼େ ୨ଟା ସୁଦ୍ଧା ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା । ସେଠାରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login