The Ultimate Managed Hosting Platform
ADVERTISEMENT

ଆହୁରି ୨ ଦିନ ଥରାଇବ ଶୀତ

Facebook
Twitter
LinkedIn

ଅସହ୍ୟ ଥଣ୍ଡାରୁ ମିଳୁନି ନିସ୍ତାର। ଏତେ ଥଣ୍ଡା ଯେ ସକାଳୁ ସକାଳୁ ଘରୁ ବାହାରିବା ମୁସ୍କିଲ୍‌ ହୋଇପଡ଼ୁଛି। ସେପଟେ ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ଼ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ। 

୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆଜିି ଅନୁଗୁଳକେନ୍ଦୁଝରଦେବଗଡ଼ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲା ବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। 

ଏହି ସମୟରେ ଦୁଇ ଚକିଆ ଯାନ ଓ ଖୋଲା ଗାଡ଼ିରେ ଯାତ୍ରାରୁ ନିବୃତ୍ତ ରହିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରିଲେ ପାଦରୁ ମୁଣ୍ଡ ପର୍ଯ୍ୟନ୍ତ ଶୀତ ପୋଷାକ ପିନ୍ଧନ୍ତୁ। ଉତ୍ତର ଓ କେନ୍ଦ୍ର ଭାରତ ପଟୁ ବହୁଥିବା ଥଣ୍ଡା ପବନ ଯୋଗୁ ଓଡ଼ିଶା ରେ ଅସହ୍ୟ ଶୀତ ହେଉଛି। ତେଣୁ ୧୧ କିମ୍ବା ୧୨ ତାରିଖ ପରଠୁ ଏହା କମିବାର ସମ୍ଭାବନା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login