The Ultimate Managed Hosting Platform
ADVERTISEMENT

ଆହୁରି ୩ ଦିନ ଜଳାଇବ

Facebook
Twitter
LinkedIn

ଭୁବନେଶ୍ୱର : ଆଷାଢ଼ରେ ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ । ଭୀଷଣ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ଲୋକେ । ତେବେ ଏତିକିରେ ତ୍ରାହି ମିଳିବନି । ଆହୁରି ୩ ଦିନ ଜଳାଇବ, ସିଝାଇବ ଓ କଲବଲ କରିବ । ୨୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ସିଭିୟର ହିଟ୍େଓ୍ଵଭ୍ ନେଇ ଆଜି ପାଇଁ ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।ପଶ୍ଚିମ ଓଡ଼ିଶାର ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରକୁ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଦିନ ସାଢ଼େ ୨ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ଏଠାରେ ପାରଦ ୪୫ ଡିଗ୍ରୀ ଛୁଇଁଛି । ସେହିପରି ଝାରସୁଗୁଡ଼ାରେ ୪୪.୪, ହୀରାକୁଦରେ ୪୪ ଡିଗ୍ରୀ ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ବି ପାରଦ ୪୪ ଡିଗ୍ରୀ ଛୁଇଁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login