The Ultimate Managed Hosting Platform
ADVERTISEMENT

ଆହୁରି ୭ ଦିନ କାଳବୈଶାଖୀ ବର୍ଷା, ପାଣିପାଗ ବିଭାଗର ସୂଚନା

Facebook
Twitter
LinkedIn

ଭୁବନେଶ୍ୱର : ଆଗାମୀ ସାତଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ଓ କୁଆପଥର ମାଡ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୦ତାରିଖରେ ପଶ୍ଚିମ ଓଡିଶାର କେତେକ ଜିଲ୍ଲା ଛାଡିଦେଲେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଜରି ରହିବ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡିଶାକୁ ଅରେଞ୍ଜ ଆଲର୍ଟ ରହିଥିବା ବେଳେ ଉପକୂଳ ଓଡିଶାକୁ ରହିଛି ୟେଲୋ ୱାର୍ଣ୍ଣିଂ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login