The Ultimate Managed Hosting Platform
ADVERTISEMENT

ଆୟକର ଦେଲେ ବି କଟିବନି ରାସନ କାର୍ଡ, ରାଜ୍ୟ ସରକାର କରିବେ ଫିଜିକାଲ ଭେରିଫିକେସନ

Facebook
Twitter
LinkedIn

ଭୁବନେଶ୍ୱର : ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଏ ନେଇ ଲିଷ୍ଟ ସହ ଡୋର-ଟୁ-ଡୋର ବୁଲି ଭେରିଫିକେସନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଫିଜିକାଲ ଭେରିଫିକେସନ ପରେ ନିଷ୍ପତ୍ତି ନିଆଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ଆସୁଛି ଯେଉଁମାନେ ଆୟକର ଫାଇଲ କରୁଛନ୍ତି କାର୍ଡ କଟି ଯାଉଛି । କିନ୍ତୁ କାହାର କାର୍ଡ କାଟିବନି । ଲିଷ୍ଟ ଅଧିକାରୀମାନଙ୍କ ପାଖକୁ ଯାଇଛି । ସେମାନେ ଡୋର-ଟୁ-ଡୋର ବୁଲି ଦେଖିବେ । କାହାର ଆୟ କେତେ ତାପରେ କାର୍ଡ କଟିବ କି ନାହିଁ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login