The Ultimate Managed Hosting Platform
ADVERTISEMENT

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ

Facebook
Twitter
LinkedIn

ବଲାଙ୍ଗିର : ବଲାଙ୍ଗିର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷଙ୍କ ଘରେ ରେଡ୍ । ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢାଉ । ପୁରୀ ଜିଲ୍ଲାରେ ଥିବା ୪ଟି ଘରେ ଭିଜିଲାନ୍ସ ଟିମର ଚଢାଉ । ସମ୍ବଲପୁର ସ୍ଥିତ ପତ୍ନୀଙ୍କ କ୍ୱାଟର୍ସ ଓ ବଲାଙ୍ଗିର ଅଫିସରେ ରେଡ । ସାକ୍ଷୀଗୋପାଳ ବଜାରରେ ଥିବା ଗୋପୀନାଥ ହସ୍ପିଟାଲରେ ମଧ୍ୟ ଚଢାଉ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ପାର୍ବଣ କଟକଣା ଉପରେ ହାଇକୋର୍ଟଙ୍କ ନିଦେ୍ର୍ଦଶ । ତୋରଣ ନିର୍ମାଣ ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ । ତୋରଣ ଗୁଡିକର ନିରାପତ୍ତା ନିଶ୍ଚିତ କରିବ...

Login