The Ultimate Managed Hosting Platform
ADVERTISEMENT

ଆୟୁଷ୍ମାନରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

Facebook
Twitter
LinkedIn

ଭୁବନେଶ୍ୱର : ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ । ଘରୋଇ ହସ୍ପିଟାଲ ଗୁଡିକୁ ତାଗିଦ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟେକ୍ନାକାଲ ସମସ୍ୟାର ସମାଧାନ ପାଇଁ ଆଲୋଚନା ଚାଲିଛି । ଘରୋଇ ହସ୍ପିଟାଲର ପ୍ୟାକେଜ ବୃଦ୍ଧି ଦାବି ଉପରେ ବିଚାର ହେବ । ଆସୁଥିବା ବିଭିନ୍ନ ମତାମତକୁ ସବୁ ଦିଗକୁ ନେଇ ନେଇ ବିଚାର ଚାଲିଛି । ପ୍ୟାନ ଇଣ୍ଡିଆ କାର୍ଡ ହୋଇଥିବାରୁ ନେଟୱର୍କ ଓ ଓଟିପି ସମସ୍ୟା ରହିଛି ସମସ୍ୟା ସମାଧାନ ନେଇ ଚାଲିଛି ଆଲୋଚନା। ରୋଗୀଙ୍କୁ ଅବହେଳା କଲେ ଆଇନ ଅନୁଯାୟୀ ହେବ କାର୍ୟ୍ୟାନୁଷ୍ଠନ ହେବ ବୋଲି କହିଛନ୍ତି ମୁକେଶ ମହାଲିଙ୍ଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login