The Ultimate Managed Hosting Platform
ADVERTISEMENT

ଇଡିରେ ପ୍ରଫୁଲ୍ଲ ସାମଲ

Facebook
Twitter
LinkedIn

ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ହାଜର । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ପୂର୍ବରୁ ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କ ଘରେ ରେଡ କରିଥିଲା ଇଡି । ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ । ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି । ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login