The Ultimate Managed Hosting Platform
ADVERTISEMENT

ଇତିହାସ ରଚିଲା ଇସ୍ରୋ, ପ୍ରୋବା-୩ ସଫଳ ଉତକ୍ଷେପଣ

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣି ଇତିହାସ ରଚିଲା ଇସ୍ରୋ । ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟ । ଅପରାହ୍ଣରେ ଉତକ୍ଷେପଣ ହେଲା ପ୍ରୋବା-୩ ସ୍ପେସକ୍ରାଫ୍ଟ ପିଏସଏଲଭି-ସି୫୯ ।
ପ୍ରୋବା-୩ ସାଟେଲାଇଟ ଏଲିପ୍ଟିକାଲ ଅରବିଟରେ ପ୍ରଦିକ୍ଷଣ କରିବ । ଭାରତର ପିଏସଏଲଭି ଦ୍ବାରା ପ୍ରେରିତ ଏହି ସାଟେଲାଇଟ ସୂର୍ୟ୍ୟର ବାହ୍ୟ ଆସ୍ତରଣ ସମ୍ପର୍କରେ ଗବେଷଣ କରିବ। କକ୍ଷ ପଥରେ ସାଟେଲାଇଟକୁ ଅବସ୍ଥାପିତ କରିବା ପରେ ଅଲଗା ହୋଇଯିବ ପିଏସଏଲଭି । ଆଦିତ୍ୟ ଏଲ-୧ ମିଶନ ପରି ଏହି ସାଟେଲାଇଟ ସୋଲାର କରୋନା ସମ୍ପର୍କରେ ଗବେଷଣା କରିବ । ପ୍ରୋବା ମିଶନରେ ଉପଗ୍ରହ ପ୍ରେରଣ କରାଯିବ ଏବଂ ଏଥିରେ ରହିବ କରୋନାଗ୍ରାଫ ଓ ଗୋଟିଏ ଅକ୍ୟୁଲେଟର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login