The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଇରାନ ସହ ହାତ ମିଳାଇବ ତାଲିବାନ

Facebook
Twitter
LinkedIn

କାବୁଲ : ଆଫଗାନିସ୍ତାନ ଓ ଇରାନ ମଧ୍ୟରେ ଚାଲିଥିବା ଆଲୋଚନା ଉପରେ ଏବେ ବିଶ୍ବର ସତର୍କ ନଜର ରହିଛି। ସୀମା ଉତ୍ତେଜନା, ଇରାନରେ ଆଫଗାନିସ୍ତାନ ଶରଣାର୍ଥୀଙ୍କ ପ୍ରତି ବ୍ୟବହାର ଏବଂ ଜଳ ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ତାଲିବାନର ବରିଷ୍ଠ ଅଧିକାରୀମାନେ ରବିବାର ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କୁ ଭେଟିଛନ୍ତି। ୨୦୨୧ରେ ତାଲିବାନ କ୍ଷମତାକୁ ଆସିବା ପରେ ଇରାନର ବୈଦେଶିକ ମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ୩.୫ ନିୟୁତ ଇରାନୀ ଶରଣାର୍ଥୀଙ୍କୁ ଫେରାଇ ଆଣିବା ପାଇଁ ଇରାନ ନିଜର ପ୍ରତିବଦ୍ଧତା ଦୋହରାଇଛି।ଆଫଗାନିସ୍ତାନ ସରକାରଙ୍କ ଉପମୁଖପାତ୍ର ହମଦୁଲ୍ଲା ଫିତରତଙ୍କ କହିବା ଅନୁସାରେ, ଆଫଗାନିସ୍ତାନର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବାକୁ ଇରାନର କୌଣସି ଉଦ୍ଦେଶ୍ୟ ନାହିଁ ବୋଲି ଆରାଘଚି ସ୍ପଷ୍ଟ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login