The Ultimate Managed Hosting Platform
ADVERTISEMENT

ଇସ୍ତଫା ଦେଲେ ଉପରାଷ୍ଟ୍ରପତି

Facebook
Twitter
LinkedIn

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଇସ୍ତଫା । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ଧନଖଡ । ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ୨୦୨୨ ଅଗଷ୍ଟ ୧୧ରେ ଉପରା ଷ୍ଟ୍ରପତି ଭାବେ ଦାୟିତ୍ୱ ନେଇଥିଲେ । ସମ୍ବିଧାନର ଧାରା ୬୭ (ଇ) ଅନୁଯାୟୀ ସେ ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । ନିଜ ଇସ୍ତଫା ପତ୍ରରେ ସେ ରାଷ୍ଟ୍ରପତିଙ୍କ ସମର୍ଥନ ପାଇଁ ଧନ୍ୟବାଦ ଜଣାଇବା ସହ ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳକୁ ସମର୍ଥନ ପାଇଁ କୃତଜ୍ଞତା ଜଣାଇଛନ୍ତି । ସେହିପରି ସମସ୍ତ ସାଂସଦଙ୍କୁ ମଧ୍ୟ ନିଜ ଇସ୍ତଫା ପତ୍ରରେ ଧନ୍ୟବାଦ ଜଣାଇଛନ୍ତି ଉପରାଷ୍ଟ୍ରପତି । ୨୦୨୭ ମସିହା ପର୍ୟ୍ୟନ୍ତ ଉପରାଷ୍ଟ୍ରପତି ଧନଖଡ଼ଙ୍କ କାର୍ୟ୍ୟକାଳ ଥିଲା । ଏହାର ପ୍ରାୟ ଦୁଇ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login