The Ultimate Managed Hosting Platform
ADVERTISEMENT

ଇ-କେୱାଇସି ପାଇଁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଦେଲେ ଡେଡଲାଇନ, ୩୧ ଶେଷ ତାରିଖ

Facebook
Twitter
LinkedIn

ଭୁବନେଶ୍ୱର : ଇ-କେୱାଇସି ପାଇଁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଦେଲେ ଡେଡଲାଇନ । ୩୧ ଜାନୁଆରୀ ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ କରିନାହାଁନ୍ତି ଇ-କେୱାଇସି । ର୍ବରୁ ମଧ୍ୟ ସରକାର ଇ-କେୱାଇସି କରିବା ପାଇଁ ସୂଚନା ଦେଇଥିଲେ । କାରଣ ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର । ସବୁଠୁ ବଡ଼ କଥା ହେଉଛି ରାଜ୍ୟ ବାହାରେ ଥିବା ହିତାଧିକାରୀ ଇ-କେୱାଇସି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login