The Ultimate Managed Hosting Platform
ADVERTISEMENT

ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ହ୍ୟାକ

Facebook
Twitter
LinkedIn

ଭୁବନେଶ୍ୱର : ଉଚ୍ଚ ଶିକ୍ଷା ବିଭାଗର ଉନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ । ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଲୀଳ ଓ ବେଟିଂ ଭିଡିଓ । କିଏ ହ୍ୟାକର ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି । ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ। ତେବେ କିଏ ହ୍ୟାକର ଏଯାଏଁ ହୋଇନି ସ୍ପଷ୍ଟ । ସେହିପରି ହ୍ୟାକରଙ୍କ ଟାର୍ଗେଟରେ ରହିଛି ରେଭେନ୍ସା । ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍ ସାଇଟ୍ ହ୍ୟାକ କରିଛନ୍ତି ସାଇବର ଅପରାଧୀ । BENTO4D ନାଁରେ ରହିଛି ଏହି ୱେବ୍ ସାଇଟ୍ । ବିଭିନ୍ନ ପ୍ରକାର ବେଟିଂ ବା ଗ୍ୟାମ୍ବଲିଙ୍ଗ ଗେମ୍ ରହିଛି ଏହି ୱେବ୍ ସାଇଟରେ । ହ୍ୟାକକୁ ନେଇ ଚିନ୍ତାରେ ଅଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login