The Ultimate Managed Hosting Platform
ADVERTISEMENT

ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

Facebook
Twitter
LinkedIn

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ପିଏମ-ଉଷା ଯୋଜନା କାର୍ଯ୍ୟକାରୀ କରିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ । ଯୋଜନାର ଲାଭ ନେବା ପାଇଁ ସହଯୋଗ ଦେବାକୁ ଚିଠିରେ ଉଲ୍ଲେଖ । ଉଚ୍ଚତର ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ଯୋଜନାର ଲକ୍ଷ୍ୟ । କିନ୍ତୁ ପିଏମ ଉଷାର ନୂଆ ପର୍ଯ୍ୟାୟରେ ଓଡିଶା ଏମଓୟୁ ସ୍ୱାକ୍ଷର କରିନି । ବ୍ୟକ୍ତିଗତ ଭାବେ ହସ୍ତ କ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ । ୨୦୨୨ ଜୁନ ୧୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପିଏମ-ଉଷା ଯୋଜନାର ଶୁଭାରମ୍ଭ ନେଇ ଅବଗତ କରାଇଥିଲେ। ପିଏମ ଉଷାର ନୂଆ ପର୍ୟ୍ୟାୟରେ ଓଡ଼ିଶା ଏଯାଏ ଏମଓୟୁ ସ୍ୱାକ୍ଷର କରିନାହିଁ । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନକୁ ଜାରି ରଖିବା ପାଇଁ ୨୦୨୬ ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ଏହି କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନାକୁ ଅନୁମୋଦନ ମିଳିଛି। ଏଥିରେ ୧୨ ହଜାର ୯୨୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କହିଛନ୍ତି ଧର୍ମେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login