ଭୁବନେଶ୍ୱର : ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ଅଧିକରୁ ଅଧିକ ସଫଳତା ଓ ରାଜ୍ୟର ସମୃଦ୍ଧି କାମନା କଲା ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ମୋଦି ବି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ । ଓଡିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ମାନସ ମଙ୍ଗରାଜ, ସାଂସଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ସେପଟେ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
Views: 76