ଭୁବନେଶ୍ୱର : ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି । ଆଇସିୟୁରେ ଚିକିତ୍ସା ଚାଲିଥିବା ନେଇ ସୂଚନା ରହିଛି ।ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉତ୍ତମ । ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ବୋଉ ବୁଟୁ ଭୂତ ସିନେମାରେ ଅଭିନୟ କରିଛନ୍ତି ।
Views: 51











