The Ultimate Managed Hosting Platform
ADVERTISEMENT

ଉତ୍ତରାଖଣ୍ଡ ଚମୋଲିରେ ପ୍ରବଳ ବର୍ଷା

Facebook
Twitter
LinkedIn

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମୋଲିରେ ପ୍ରଳୟ । ଚମୋଲି ଜିଲ୍ଲା ଧରାଲିରେ ଭୟଙ୍କର ବାଦଲଫଟା ବର୍ଷା ଯୋଗୁ ସବୁ ଛାରଖାର । ମାଟିରେ ମିଶିଲା ବହୁ ଘରଦ୍ବାର । ଭାସିଗଲା ଗାଡ଼ି ମୋଟର । ଗତକାଲି ବିଳମ୍ବିତ ରାତିରେ ବାଦଲଫଟା ବର୍ଷା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି । ବାଦଲ ଫଟା ବର୍ଷାରେ ଧରାଲି ସମେତ ଆଖପାଖ ଗାଁ ଗୁଡ଼ିକରେ ଥିବା ଘରଗୁଡ଼ିକରେ ମାଟି, କାଦୁଅ ପଶିଯାଇଛି । ପ୍ରବଳ ବର୍ଷା ପରେ ଭୂସ୍ଖଳନ ଯୋଗୁ ସାଗବାଡ଼ା ଗାଁରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ଅନେକ ନିଖୋଜ ଅଛନ୍ତି ।ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ଧରାଲି-ଗ୍ବାଲଦମ ଏବଂ ଧରାଲି-ସାଗୱାଡ଼ା ମାର୍ଗ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ ସହାୟତାରେ ଏନଡିଆରଏଫ, SDRF ଟିମ ପକ୍ଷରୁ ଜୋରଦାର ଉଦ୍ଧାର ଓ ରିଲିଫ କାର୍ୟ୍ୟ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login