The Ultimate Managed Hosting Platform
ADVERTISEMENT

ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ, ୧୦ରୁ ବଢିବ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ୧୦ ତାରିଖରୁ ପୁଣି ବଢ଼ିବ ବର୍ଷା । ୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟାରେ ବିଜୁଳି, ଘଡ଼ିଘଡ଼ି ପାଇଁ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ବିଜୁଳି, ଘଡ଼ଘଡ଼ି ପାଇଁ ସାରା ଓଡ଼ିଶାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ବୁଧବାରରୁ ବଢ଼ିବ ବର୍ଷା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login