The Ultimate Managed Hosting Platform
ADVERTISEMENT

ଉତ୍ତର ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୫୦ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ଥମୁନି ଯୁଦ୍ଧ , ଚାଲିଛି ଘନ ଘନ ଆକ୍ରମଣ । ଉତ୍ତର ଗାଜାରେ ଇସ୍ରାଏଲ ସେନାର ପ୍ରଚଣ୍ଡ ଆକ୍ରମଣ । ଜାବାଲିଆ ଅଞ୍ଚଳରେ ଜେଟ୍ ରୁ ଘନ ଘନ ଆକ୍ରମଣ । ଏଥିରେ ହମାସର ଭୂତଳ ଭିତ୍ତିଭୂମି ଛାରଖାର । ହମାସର ଅନେକ ବରିଷ୍ଠ କମାଣ୍ଡରର ମୃତ୍ୟୁ ହୋଇଥିବା ଇସ୍ରାଏଲୀ ସେନା କହିଛି । ଆକ୍ରମଣରେ ବିଭିନ୍ନ କୋଠା କ୍ଷତିଗ୍ରସ୍ତ ହୋଇଛି । ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ହମାସ ପରିଚାଳିତ ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି । ଏଯାଏ ଯୁଦ୍ଧରେ ହମାସର ୮ହଜାର ୫ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ସେହିପରି ହମାସ ଆକ୍ରମଣରେ ଇସ୍ରାଏଲର ୧୪ଶହ ଲୋକଙ୍କ ମୃତ୍ୟୁ ଘଟିଛି । ୨୩୯ ଜଣଙ୍କୁ ପଣବନ୍ଦୀ କରି ରଖିଛି ହମାସ । ଗାଜାରେ ଯୁଦ୍ଧ ବିରାମ ହେବ ନାହିଁ । ବିଜୟ ଯୁଦ୍ଧ ଚାଲିବ ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login