ରାୟଗଡ଼ା : ରାୟଗଡ଼ା ଜିଲ୍ଲାର ପୁର ପଲ୍ଲୀରେ ଲୁକ୍କାଇତ ପ୍ରତିଭାବାନ ଆଦିବାସୀ ଯୁବକ ଯୁବତୀ କିଭଳି ବିକାଶର ଶୀର୍ଷରେ ପହଞ୍ଚିବେ ଓ ସେମାନଙ୍କ ସେ ନେଇ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ଜିଲ୍ଲାସ୍ତରୀୟ କ୍ରୀଡା ଉତ୍ସବର ଶୁକ୍ରବାର ଠାରୁ ଜିସିଡି ପଡ଼ିଆଠାରେ ଆରମ୍ଭ ହୋଇ ଆଜି ଉଦ୍ ଯାପନି ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧୀନରେ ଏହି ଭଳି ଜନଜାତୀଙ୍କ ଜିଲ୍ଲା ସ୍ତରୀୟ କ୍ରୀଡା ଆୟୋଜିତ ହୋଇଥିବାରୁ ଆଦିବାସୀ ଯୁବକ ଯୁବତୀ ଖୁସି ପ୍ରକଟ କରିଛନ୍ତି। ତିନି ଦିନ ଧରି ଚାଲିଥିବା ଏହି ଜିଲ୍ଲା ସ୍ତରୀୟ କ୍ରୀଡା ଉତ୍ସବ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷା ଅନୁସୟା ମାଝୀଙ୍କ ପ୍ରତକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ଉଜ୍ଜପନି ଅବସରରେ ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଭିର୍ଣ୍ଣ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ବ୍ଲକ ସ୍ତରୀୟ ଦଳକୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ରାୟଗଡ ବିଧାୟକ ମକରନ୍ଦ ମୁଦୁଲି,ଜିଲ୍ଳା ପରିଷଦ ଅଧକ୍ଷା ସୁଶ୍ରୀ ସରସ୍ୱତୀ ମାଝୀ,ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରୋଇତ, ପ୍ରକଳ୍ପ ଅଧିକାରୀ,ଗୁଣପୁର ,ଡିଓଡବ୍ଲ୍ୟୁ ରାୟଗଡ, ପୌରଉପାଧକ୍ଷା ଶୁଭ୍ରାପଣ୍ଡା ପ୍ରମୁଖ ମଞ୍ଚସିନ ଅତିଥି ଭାବେ ଯୋଗ ଦେଇଥିଲେ।
ଉଦଯାପିତ ହେଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











