The Ultimate Managed Hosting Platform
ADVERTISEMENT

ଉପରମୁହାଁ ସୁନା ଦର ; ୨୨ କ୍ୟାରେଟ ଦର ଲକ୍ଷେ ୨୭ ହଜାର ଛୁଇଁଲା

Facebook
Twitter
LinkedIn

ଭୁବନେଶ୍ୱର : ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର । ୨୪ କ୍ୟାରେଟ ୧୦ ଗ୍ରାମ ଦର ୨୪ ଶହ ଟଙ୍କା ବୃଦ୍ଧି । ୧୦ ଗ୍ରାମକୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା । ୨୨ କ୍ୟାରେଟ ୨୨ ଶହ ବୃଦ୍ଧି ପାଇଁ ହେଲା ଲକ୍ଷେ ୨୭ ହଜାର ଟଙ୍କା । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୮,୫୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୭,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୮,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୭,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୮,୭୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୭,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୯,୩୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୭,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୮,୫୫୦ ଓ ୧,୨୭,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୩,୦୦୦ ଟଙ୍କା ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login