The Ultimate Managed Hosting Platform
ADVERTISEMENT

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି

Facebook
Twitter
LinkedIn

ନୂଆଦିଲ୍ଲୀ : ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଅଗଷ୍ଟ ୨୧ ନାମାଙ୍କନ ଦାଖଲର ଶେଷ ତାରିଖ । ୨୨ ଅଗଷ୍ଟରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅଗଷ୍ଟ ୨୫ । ସେପ୍ଚେମ୍ବର ୯ ତାରିଖ ସକାଳ୧୦ରୁ ଅପରାହ୍ଣ ୫ ଯାଏ ଭୋଟିଂ ହେବ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଇଲେକ୍ଟୋରାଲ କଲେଜ ସଂଖ୍ୟା ୭୮୮ । ଇଲେକ୍ଟୋରାଲ କଲେଜରେ ଅଛନ୍ତି ରାଜ୍ୟସଭାର ୨୩୩ ନିର୍ବାଚିତ ସଦସ୍ୟ, ୧୨ ମନୋନୀତ ସଦସ୍ୟ ଏବଂ ୫୪୩ ଲୋକସଭାର ନିର୍ବାଚିତ ସଦସ୍ୟ । କିନ୍ତୁ ରାଜ୍ୟସଭାରେ ୫ ଓ ଲୋକସଭାରେ ଗୋଟିଏ ଆସନ ଖାଲି ପଡ଼ିଛି । ତେଣୁ ଭୋଟ ଦେବେ ୭୮୨ ଜଣ । ଗତ ୨୧ ତାରିଖରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login