ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ଭୋଟିଂ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟ ଦେଇଛନ୍ତି । ଏଥିସହ ଉଭୟ ଗୃହର ସାଂସଦ ମଧ୍ୟ ଭୋଟ୍ ଦେଉଛନ୍ତି । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଆଜି ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ହେବ । ଏହି ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସି.ପି.ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଇଣ୍ଡି ମେଣ୍ଟ ପ୍ରାର୍ଥୀ ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି.ସୁଦର୍ଶନ ରେଡ୍ଡୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ଏଥିପାଇଁ ଲୋକସଭା ଓ ରାଜ୍ୟସଭା ସାଂସଦଙ୍କୁ ନେଇ ଇଲେକ୍ଟୋରାଲ କଲେଜ ଗଠିତ ହୋଇସାରିଛି । ଏହି ଇଲେକ୍ଟୋରାଲ କଲେଜରେ ଲୋକସଭାର ୫୪୨ ଓ ରାଜ୍ୟସଭାର ୨୩୯ ସାଂସଦଙ୍କୁ (ମୋଟ ୭୮୧) ସାମିଲ କରାଯାଇଛି । ତେବେ ବିଜେଡି (ବିଜୁ ଜନତା ଦଳ) ଓ ବିଆରଏସ (ଭାରତ ରାଷ୍ଟ୍ର ସମିତି) ଏହି ନିର୍ବାଚନରୁ ବିରତ ରହିବେ ବୋଲି ଘୋଷଣା କରିସାରିଛନ୍ତି । ବିଜୟୀ ପ୍ରାର୍ଥୀଙ୍କୁ ଅତିକମରେ ୩୮୬ଟି ଭୋଟ ହାତେଇବା ଜରୁରୀ ହୋଇପଡିଛି ।
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ଭୋଟିଂ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







