The Ultimate Managed Hosting Platform
ADVERTISEMENT

ଏଏସଓ ମେରିଟ୍ ଲିଷ୍ଟ ଖାରଜ

Facebook
Twitter
LinkedIn

ଭୁବନେଶ୍ୱର : ହାଇକୋର୍ଟରେ ଏଏସଓ ପରୀକ୍ଷା ଅନିୟମିତତା ମାମଲା । ହାଇକୋର୍ଟରେ ରିଟ୍ ଆବେଦନର ଶୁଣାଣି । ଓପିଏସସି ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ । ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିଦେ୍ର୍ଦଶ । ଲିଖିତ ପରୀକ୍ଷାର ମୋଟ ମାର୍କ ଆଧାରରେ ପ୍ରସ୍ତୁତ କରିବାକୁ ନିଦେ୍ର୍ଦଶ । ୭୯୬ଟି ଏଏସଓ ପଦବୀ ପାଇଁ ଗତବର୍ଷ ଅଗଷ୍ଟରେ ହୋଇଥିଲା ପରୀକ୍ଷା । ପିଟିସନରଙ୍କ ପକ୍ଷରୁ ଯୁକ୍ତିକୁ ବୈଧ କହିଲେ ହାଇକୋର୍ଟ । ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ । ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login